ଜମ୍ମୁ କାଶ୍ମୀର: ସେନା ଏନକାଉଣ୍ଟରରେ, ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ନିହତ
ଶ୍ରୀନଗର : ଜମ୍ମୁ ଓ କାଶ୍ମୀରର ଦକ୍ଷିଣ କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ତ୍ରାଲ୍ ଠାରେ ସୋମବାର ଦିନ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି।
ଏହି ଗୁଳିବିନିମୟରେ ବର୍ବରୋଚିତ ପୁଲୱାମା ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ ମୁଦାସୀର ଅହମ୍ମଦ ଖାନ୍ ସମେତ ୨ ଜଣ…