କରୋନା କବଳରେ ଭାରତ; ମୃତ୍ୟୁ ସଂଖ୍ୟା ୧୯୯କୁ ବୃଦ୍ଧି
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୬୪୧୨ରେ ପହଞ୍ଚିଛି ।
ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୫୭୦୯ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧୯୯ ଜଣ ପ୍ରାଣ ହରାଇଛନ୍ତି ।…