ଗଇଁଠା ପିଠା
ଭୁବନେଶ୍ୱର: ଓଡ଼ିଶାର ଘରେ ଘରେ ବାରମାସରେ ତେର ଓଷା ପାଳନ ହୁଏ । ଓଷାବ୍ରତର ଅନ୍ୟ ନାମ ପିଠାପଣା ହୋଇଥାଏ। ଓଷାବ୍ରତ ହେଲା ମାନେ ରୋଷେଇ ଘରୁ ଛୁଟି ଆସେ ନାନାଦି ପିଠାର ମହକ । ତାହା ମଧ୍ୟରୁ ଗଇଁଠା ପିଠା ଅନ୍ୟତମ । ଜାଣନ୍ତୁ ଏହି ପିଠାକୁ ପ୍ରସ୍ତୁତ କରିବାର ପ୍ରଣାଳୀ ।
ଆବଶ୍ୟକ ସାମଗ୍ରୀ…