ଜମ୍ମୁ-କାଶ୍ମୀରର ପ୍ରଥମ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭାବେ ଶପଥ ନେଲେ ଓଡ଼ିଆ ଆଇଏଏସ୍ ଗିରିଶ ଚନ୍ଦ୍ର ମୁର୍ମୁ
ଶ୍ରୀନଗର: ଅବସରପ୍ରାପ୍ତ ଓଡ଼ିଆ ଆଇଏଏସ୍ ଅଫିସର ଗିରିଶ ଚନ୍ଦ୍ର ମୁର୍ମୁ ଗୁରୁବାର ଦିନ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କାଶ୍ମୀରର ପ୍ରଥମ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭାବେ ଶପଥ ଗ୍ରହଣ କରିଛନ୍ତି ।
ଗିରିଶଙ୍କୁ ଜମ୍ମୁ-କାଶ୍ମୀର ଉଚ୍ଚନ୍ୟାୟାଳୟର ଚିଫ୍ ଜଷ୍ଟିସ ଗୀତା ମିତ୍ତଲ ପଦ ଓ ଗୋପନୀୟତାର…