କେନ୍ଦୁପତ୍ର ଚାଷୀଙ୍କ ଅବ୍ୟାହତି ବୟସ ୬୨କୁ ବୃଦ୍ଧି, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ସମସ୍ତ କେନ୍ଦୁପତ୍ର କର୍ମଚାରୀମାନଙ୍କ ଲାଗି ଖୁସିର ଖବର । କେନ୍ଦୁପତ୍ର କର୍ମଚାରୀଙ୍କ ଅବ୍ୟାହତି ବୟସ ୬୦ ବର୍ଷରୁ ୬୨ ବର୍ଷକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ଏହି ପ୍ରସ୍ତାବକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।
କେନ୍ଦୁପତ୍ର…