ସହିଦଙ୍କ ଲାଗି ସମସ୍ତ ଶିକ୍ଷାନୁଷ୍ଠାନରେ ନୀରବ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଭୁବନେଶ୍ୱର : ଜମ୍ମୁ-କାଶ୍ମୀରର ପୁଲୱାମାଠାରେ ଘଟିଥିବା ବର୍ବରୋଚିତ ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକରେ ୨ମିନିଟ୍ ନୀରବ ପ୍ରାର୍ଥନା କରିବା ପାଇଁ ଅନୁରୋଧ କରିଛନ୍ତି ।
ଏହି ପରିପ୍ରେକ୍ଷୀରେ ଦେଶମାତୃକା…