‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ’ ସମ୍ମାନରେ ସମ୍ମାନିତ ହେବେ ଶ୍ୟାମାମଣି ଦେବୀ ଓ ଉପେନ୍ଦ୍ର କୁମାର…
ଭୁବନେଶ୍ୱର: ଓଡ଼ିଶା ସଙ୍ଗୀତ ଏକାଡେମୀର ସର୍ବୋଚ୍ଚ ପୁରସ୍କାର 'କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ' ପାଇବାକୁ ମନୋନୀତ ହୋଇଛନ୍ତି ବିଶିଷ୍ଟ ଓଡ଼ିଶୀ ସଂଗୀତଜ୍ଞ ଶ୍ୟାମାମଣି ଦେବୀ ଏବଂ ଦାସକାଠିଆ ଶିଳ୍ପୀ ଉପେନ୍ଦ୍ର କୁମାର ପାଣିଗ୍ରାହୀବ।
ଦୁଇ ବର୍ଷର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ…