କମୁଛି ଶୀତ, ଆସନ୍ତା ସପ୍ତାହରୁ ବୃଦ୍ଧି ପାଇବ ତାପମାତ୍ରା
ଭୁବନେଶ୍ୱର : ଆସନ୍ତା ସପ୍ତାହରୁ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ଓ ରାତ୍ରିର ତାପମାତ୍ରା ବୃଦ୍ଧି ଘଟିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି ।
ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ସୁଦର୍ଶନ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି “…