ବଜ୍ରପାତ ସହ ବର୍ଷା ଆଶଙ୍କା: ୭ଟି ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ରାୟଗଡ, ଗଞ୍ଜାମ, ଗଜପତି, କୋରାପୁଟ, ପୁରୀ, ଖୋର୍ଦ୍ଧା…