ପାଣିପାଗ ବିଭାଗର ସତର୍କ ସୂଚନା: ଓଡ଼ିଶାରେ ଘଡ଼ଘଡ଼ି ସହ ପବନ ଓ ବର୍ଷା ଆଶଙ୍କା
ଭୁବନେଶ୍ୱର: ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ନେଇ ଏକ ସତର୍କ ସୂଚନା ଜାରି କରାଯାଇଛି ।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…