ବଡ଼ବାବୁମାନେ ବି ଉତ୍ତରଦାୟୀ ହେବେ କି!
ବଡ଼ବାବୁମାନେ ବି ଉତ୍ତରଦାୟୀ ହେବେ କି!
ବିଚିତ୍ର ବିଶ୍ୱାଳ
ନିର୍ବାଚନ ପରବର୍ତ୍ତୀ ଥଣ୍ଡା ସମୟକୁ ସଂପ୍ରତି ଗରମ କରିଦେଇଛି ଆମ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଦୁଇଟି ନୂଆ ଘୋଷଣା । ଗୋଟିଏ ହେଉଛି ଫାଇଭ୍ ‘ଟି’ ଓ ଅନ୍ୟଟି ‘ ମୋ ସରକାର’ । ମୁଖ୍ୟମନ୍ତ୍ରୀଙ୍କ ଏହି ଦୁଇଟି ଘୋଷଣା ସାଧାରଣ…