ଦେଶରେ ୨୪ ଘଂଟାରେ ୬୦୧ଟି କରୋନା ପଜିଟିଭ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଂଟା ମଧ୍ୟରେ ୬୦୧ଟି ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୨କୁ ବୃଦ୍ଧି ପାଇଛି । ଏଥିସହ ଗୋଟିଏ ଦିନରେ ୧୨ଜଣ କରୋନା…