ସୁପ୍ରିମକୋର୍ଟରେ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଆବେଦନ ଖାରଜ
ନୂଆଦିଲ୍ଲୀ : ନୟାଗଡ ଥାନା ଆକ୍ରମଣ ଘଟଣାରେ ସୁପ୍ରିମକୋର୍ଟ ସୋମବାର ଦିନ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ।
ପ୍ରାପ୍ତ ସୂଚନାନୁଯାୟୀ ସୁପ୍ରିମକୋର୍ଟର ବିଚାରପତି ଏନଭି ରମନ୍ନା ଓ ଜଷ୍ଟିସ୍ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଜି ଏହି ମାମଲାର…