Latest Odisha News

BREAKING NEWS

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ନୟାଗଡ: ନୟାଗଡ ଜିଲ୍ଲାର କ୍ଷୁଦ୍ରଜଳସେଚନ ପ୍ରକଳ୍ପ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିନୟ ସୁବୁଦ୍ଧିଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଗୁରୁବାର ଦିନ ତାଙ୍କ ଘରେ ଚଢାଉ କରିଛି । ଏପରିକି ଭିଜିଲାନ୍ସ ଟିମ୍ ତାଙ୍କ ଘର ସମେତ ଅଫିସରେ ମଧ୍ୟ ଚଢାଉ କରିଛି ।…

ଭୁବନେଶ୍ୱରରେ ଖୋଲିଲା ପ୍ରଥମ ରୋବୋଟ୍ ରେଷ୍ଟୁରାଣ୍ଟ

ଭୁବନେଶ୍ୱର: ସ୍ମାର୍ଟସିଟି ଭୁବନେଶ୍ୱରର ରେଷ୍ଟୁରାଣ୍ଟରେ ରୋବୋଟ୍ । ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ । ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳର 'ଡିଏଲଏଫ' ଟାୱାର ଠାରେ ବୁଧବାର ଦିନ ଏହି ରେଷ୍ଟୁରାଣ୍ଟର ଶୁଭାରମ୍ଭ ହୋଇଛି । ଏହାର ନାମ ରଖାଯାଇଛି 'ରୋବୋ ସେଫ ରେଷ୍ଟୁରାଣ୍ଟ' ।…

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ଅଧ୍ୟାପକଙ୍କ ବଦଳିକୁ ବିରୋଧ

ସମ୍ବଲପୁର: ସମ୍ବଲପୁର ସହର ସ୍ଥିତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୮ଜଣ ଅଧ୍ୟାପକଙ୍କ ବଦଳିକୁ ବିରୋଧ କରି ଛାତ୍ରଛାତ୍ରୀମାନେ ଗୁରୁବାର ଦିନ କଲେଜ ସମ୍ମୁଖରେ ଧାରଣାରେ ବସିଛନ୍ତି। ଏପରିକି ସେମାନେ କଲେଜର ମୁଖ୍ୟ ଗେଟରେ ମଧ୍ୟ ତାଲା ପକାଇ ଦେଇଛନ୍ତି । ଯାହାକୁ ନେଇ ଉତ୍ତେଜନା ଦେଖାଦେଇଛି…

ଯାତ୍ରୀବାହୀ ବସ୍ ଦୁର୍ଘଟଣାଗସ୍ତ, ୩୫ରୁ ଅଧିକ ମୃତ

ମେଦିନା: ସାଉଦି ଆରବର ପଶ୍ଚିମ ପ୍ରାନ୍ତରେ ଅବସ୍ଥିତ ମେଦିନା ନିକଟରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗସ୍ତ ହେବା ଫଳରେ ପ୍ରାୟ ୩୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ଏକ ଶରୀରାଂଶ କୁହୁକ: କିଛି ରୂପକଥା କିଛି ଇତିହାସ

ଏକ ଶରୀରାଂଶ କୁହୁକ: କିଛି ରୂପକଥା କିଛି ଇତିହାସ ଜ୍ୟୋତି ନନ୍ଦ ଗଣିଲେ ସଂଖ୍ୟାରେ ତାହା ହେବ ସାତୋଟି ଫରୁଆ । ଫରୁଆଗୁଡିକ ତିଆରି ହୋଇଛି ଆଉଟା ସୁନାରେ ଆଉ ଧଉଳା ରୁପାରେ । ଗୋଟିକୁ ସିନା ଆମେ ଦେଖିପାରିବୁ ହେଲେ ସେଇ ଗୋଟିକ ଭିତରେ ରହିଛି ଆଉ ଗୋଟିଏ ଆଉ ତାହା ଭିତରେ ପୁଣି ଆଉ ଗୋଟିଏ,…

ଗୁରୁବାରରେ ଏହିପରି କରନ୍ତୁ ଲକ୍ଷ୍ମୀଙ୍କ ଆରାଧନା; ପାଇବେ ନିଶ୍ଚିତ ଶୁଭଫଳ !

ଧନ ସମ୍ପତ୍ତି ଓ ବୈଭବର କାମନା ସମସ୍ତେ କରିଥାନ୍ତି । ଏହାକୁ ପାଇବା ଲାଗି ବ୍ୟକ୍ତିବିଶେଷ ଲଗାତାର ପ୍ରୟାସ ଜାରି ରଖିଥାନ୍ତି । ତଥାପି ବେଳେବେଳେ ସବୁ ପ୍ରଚେଷ୍ଟା ସତ୍ୱେ ମଧ୍ୟ ସଫଳତା ମିଳିପାରିନଥାଏ । କୁହାଯାଏ, ମା’ ଲକ୍ଷ୍ମୀଙ୍କ କୃପା ରହିଲେ ଧନ, ଯଶ ଓ ବୈଭବ ଆଦି ମିଳିଥାଏ ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୭-୧୦-୨୦୧୯ ଗୁରୁବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅକ୍ଟୋବର ମାସ ତା୧୭ ତାରିଖ ଗୁରୁବାର କନ୍ୟା ୩୧ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥି କୃତ୍ତିକା ନକ୍ଷତ୍ର ବୃଷ ଚନ୍ଦ୍ର…

ସପିଂ ମଲ, ହସ୍ପିଟାଲ ଓ ବ୍ୟାବସାୟିକ ପ୍ରତିଷ୍ଠାନରେ ପାର୍କିଂ ଫି ଆଦାୟ ବେଆଇନ: ବିଡିଏ

ଭୁବନେଶ୍ୱର: ଆଉ ଦେବାକୁ ପଡ଼ିବ ନାହିଁ ପାର୍କିଂ ଫି। ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍ ଓ ଆପାର୍ଟମେଣ୍ଟ ଆଦିରେ ଆଦାୟ ହେଉଥିବା ପାର୍କିଂ ଫି’କୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛି ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ (ବିଡିଏ) । ଏନେଇ…

ନବୀନଙ୍କ ଜନ୍ମଦିନରେ ସଫଳ ହେଲା ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସମୁଦାୟ ୧୨୩୨୫ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ…