ପୂର୍ବତନ ରାଷ୍ଟ୍ରପତି ‘ଅବଦୁଲ କଲାମ’ଙ୍କ ଆଜି ଜନ୍ମଦିବସ
ଭୁବନେଶ୍ୱର: ଭାରତବର୍ଷରେ ଏଭଳି ଅନେକ ମହାପୁରୁଷ ଜନ୍ମ ନେଇଛନ୍ତି ଯାହାଙ୍କ ଅକଥନୀୟ ତ୍ୟାଗ, କର୍ତ୍ତବ୍ୟପରାୟଣତା ତଥା ନିଃସ୍ୱାର୍ଥପର ବଳିଦାନ ପାଇଁ ସେମାନଙ୍କ ଆଗରେ ଶ୍ରଦ୍ଧା ଓ ଭକ୍ତିରେ ମୁଣ୍ଡ ଆପେଆପେ ନଇଁ ଯାଏ ।
ଭାରତର ମାତାର ସେହି ସୁଯୋଗ୍ୟ ସନ୍ତାନଙ୍କ ମଧ୍ୟରେ ବୈଜ୍ଞାନିକ 'ଏପିଜେ…