ବିଜେଡିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ବିଧାୟକ ନବ ଦାସ
ଭୁବନେଶ୍ୱର : କଂଗ୍ରେସର ପୂର୍ବତନ ନେତା ତଥା ଝାରସୁଗୁଡା ବିଧାୟକ ନବ କିଶୋର ଦାସ ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗ ଦେଇଛନ୍ତି ।
କଂଗ୍ରେସର ଏହି ପୂର୍ବତନ ନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ଶାସକ ଦଳ ବିଜେଡି (ବିଜୁ ଜନତା ଦଳ)ରେ…