ପାଲାଜଗତର ଅପ୍ରତିଦ୍ୱନ୍ଦ୍ୱୀ ଗାୟକ: ନିରଞ୍ଜନ ବାହିନୀପତି
ଭୁବନେଶ୍ୱର: ଯୋଗ୍ୟ ପିତାଙ୍କର ସୁଯୋଗ୍ୟ ସନ୍ତାନ ଗାୟକ ବିଦ୍ୟାସାଗର ନିରଞ୍ଜନ ବାହିନୀପତି । ବାପା ଗାୟକ ବିଶାରଦ ମାର୍କଣ୍ଡେୟ ବାହିନୀପତି ଯେଭଳି ଜ୍ଞାନର ସାଗର ଥିଲେ ସେହିପରି ନିରଞ୍ଜନ ବାହିନୀପତି ମଧ୍ୟ ପାଲା ଜଗତରେ ଜଣେ ଉଜ୍ଜ୍ୱଳ ପ୍ରତିଭା ।
୧୯୬୩ ମସିହା ଜୁଲାଇ ୬ ତାରିଖ ଆଷାଢ…