ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ
ରାଉରକେଲା: ରାଉରକେଲା ନିକଟରେ ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ଥିବା ଡି-୭ ବଗିରେ ନିଆଁ ଲାଗିଥିବାର ସୂଚନା ମିଳିଛି ।
ମିଳିଥିବା ସୂଚନାନୁଯାୟୀ, ରାଉରକେଲା ରେଲୱେ ଷ୍ଟେସନଠାରୁ ଅଳ୍ପ ଦୂରରେ ଥିବା ତିଲକାନଗର ନିକଟରେ ଟ୍ରେନରେ ଏହି ଅଗ୍ନିକାଣ୍ଡ ଘଟିଥିବାର ଜଣାପଡ଼ିଥିଲା ।…