କନ୍ଧମାଳରେ ସ୍କୁଲ ଛାତ୍ରୀଙ୍କ ସନ୍ତାନ ପ୍ରସବ ଘଟଣା: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ
କନ୍ଧମାଳ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଅଞ୍ଚଳର ଏକ ଛାତ୍ରୀନିବାସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ସନ୍ତାନ ପ୍ରସବ କରିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ରାଧାରାଣୀ ଦଳେଇଙ୍କୁ ନିଲମ୍ବନ କରାଯାଇଛି।
ଦାରିଙ୍ଗବାଡି ବ୍ଲକ୍ ଜନମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇ…