Road Accident: ହାଇୱା-କାର୍ ମୁହାଁମୁହିଁ ଧକ୍କା: ସାମ୍ବାଦିକ ଓ ତାଙ୍କ ପତ୍ନୀ ଗୁରୁତର…
ଢେଙ୍କାନାଳ: ହାଇୱା-କାର୍ ମୁହାଁମୁହିଁ ଧକ୍କା । ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ହୋଇଥିବା ସ୍ବାମୀ ସ୍ତ୍ରୀ ହେଲେ ସାମ୍ବାଦିକ ଦେବବ୍ରତ ପଟ୍ଟନାୟକ, ପତ୍ନୀ ଇତିଶ୍ରୀ ପଟ୍ଟନାୟକ ବୋଲି ଜଣାପଡିଛି । ଏଭଳି ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ଗେଙ୍ଗୁଟିଆ ନିକଟରେ ।…