କଟକରେ ମାରଣାସ୍ତ୍ର ଦେଖାଇ ୧୧ ଟ୍ରକରୁ ୫ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟିଲେ ଦୁର୍ବୃତ୍ତ
କଟକ: କଟକ ଜିଲ୍ଲା ଟାଙ୍ଗି ଥାନା ଅନ୍ତର୍ଗତ ନିମେଇସାପୁର ଗ୍ରାମ ନିକଟରେ ଗତକାଲି କିଛି ଦୁର୍ବୃତ୍ତ ପାଖାପାଖି ୧୧ଟି ଟ୍ରକକୁ ଭଙ୍ଗାରୁଜା କରିବା ସହ ଡ୍ରାଇଭରଙ୍କ ଠାରୁ ୫ଲକ୍ଷ ଟଙ୍କା ଲୁଟ୍ କରିଥିବା ଅଭିଯୋଗ ହୋଇଛି ।
ମିଳିଥିବା ସୂଚନାନୁଯାୟୀ ନିମେଇସାପୁର ନିକଟସ୍ଥ ପେଟ୍ରୋଲ୍ ପମ୍ପ…