ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ
ଭୁବନେଶ୍ୱର: ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ରବିବାର ଦିନ ଓଡିଶା ଗସ୍ତରେ ଆସୁଛନ୍ତି ।
ଉପରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟସୂଚୀ:
ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ସେ ଆଜି ଏକ ସ୍ୱତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପ୍ରାୟ ଦିନ ୧୦ଟା ୧୫ମି.ରେ ପହଞ୍ଚିବେ ।…