ପୁଣି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଓଡିଶା ଗସ୍ତରେ ଆସିବେ ।
ଏନେଇ ରବିବାର ଦିନ ବରିଷ୍ଠ ନେତା ତଥା ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି । ଏଥିସହିତ ଜାନୁଆରୀ ୧୬ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଲାଙ୍ଗୀର ଗସ୍ତ…