Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା୦୫-୧୦-୨୦୧୯ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ୨୦୧୯ମସିହା ଅକ୍ଟୋବର ୦୫ତାରିଖ ଶନିବାର କନ୍ୟା ୧୯ ଦିନ ଆଶ୍ବିନ ମାସ ଶୁକ୍ଳ ପକ୍ଷ ସପ୍ତମୀ ଭୁକ୍ତ ଅଷ୍ଟମୀ ତିଥି ମୂଳା ନକ୍ଷତ୍ର ଧନୁ ଘାତ ବାର:-ବୃଷ ସିଂହ…

ଶାରଦୀୟ ଦୁର୍ଗାପୂଜା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ୧୯ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ ଚଳାଚଳ

ଭୁବନେଶ୍ୱର:ପୂଜା ଛୁଟି ସମୟରେ ଯାତ୍ରୀ ଭିଡକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ପକ୍ଷରୁ ପୂର୍ବତଟ ରେଳପଥରୁ ଏବଂ ଏହା ମଧ୍ୟଦେଇ ଦେଶର ବିଭିନ୍ନ ପ୍ରାନ୍ତକୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳର ବ୍ୟବସ୍ଥା କରାଯାଇଥିବା ବେଳେ ନିୟମିତ ଯାତାୟାତ କରୁଥିବା ଟ୍ରେନ ଗୁଡିକରେ ମଧ୍ୟ ଅତିରିକ୍ତ ବଗି ସଂଯୋଗ…

ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ଅନଶନ ଭାଙ୍ଗିଲେ ନୀଳଗିରି ବିଧାୟକ

ବାଲେଶ୍ୱର: ନୀଳଗିରି ଜିଲ୍ଲାପାଳଙ୍କ ସହ ପାଟିତୁଣ୍ଡ ପରେ ଧାରଣାରେ ବସିଥିବା ସ୍ଥାନୀୟ ବିଧାୟକ ସୁକାନ୍ତ କୁମାର ନାୟକ ପାଖାପାଖି ୧୫ ଘଣ୍ଟା ପରେ ଅନଶନ ଭାଙ୍ଗିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଗତଶୁକ୍ରବାର ଦିନ ସକାଳ ପ୍ରାୟ ୮ଟା ବେଳେ ତହସିଲଦାର ସୁଶ୍ରିତା ଟୁଡୁ ଏବଂ ଅତିରିକ୍ତ…

ଓଡିଶାର ୧୦ଟି ଖଣି ନିଲାମ ହେବ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ପାଖାପାଖି ୧୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ କରାଯିବ । ଏନେଇ ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ବିଧିବିଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ ଯେଉଁ ନନ୍ କେପଟିଭ୍ ଖଣିର ଲିଜ୍ ଅବଧି ଆସନ୍ତା ମାର୍ଚ୍ଚ ୨୦୨୦ ମସିହା…

ଧାରାବାହିକ ଉପନ୍ୟାସ: କୁକୁର କାହାଣୀ (୧)

ମାନବୀୟ ସମ୍ପର୍କର କଥାଶିଳ୍ପୀ ମୃଣାଳ (ଡ. ମୃଣାଳ ଚାଟାର୍ଜୀ, ଜନ୍ମ ୧୯୬୧) ସାହିତ୍ୟର ବିଭିନ୍ନ ବିଭବରେ ସ୍ୱଚ୍ଛନ୍ଦ ବିଚରଣ କରନ୍ତି । ଗଳ୍ପ, ଉପନ୍ୟାସ, ନାଟକ, ନିବନ୍ଧ, ପ୍ରବନ୍ଧ, ସବୁ ଲେଖିଛନ୍ତି ସେ । ଜଣେ ସ୍ତମ୍ଭକାର ଭାବରେ ସେ ବେଶ ପରିଚିତ । ବଙ୍ଗଳା, ହିନ୍ଦୀ ଓ ଇଂରାଜୀରୁ ଓଡ଼ିଆକୁ…

ଆଜି ଝଙ୍କଡ଼ରେ ପାଳିତ ହେଉଛି ମହାସପ୍ତମୀ; ମାଆ ସରସ୍ୱତୀଙ୍କ ରୂପରେ ପାଇବେ ପୂଜା…

ଭୁବନେଶ୍ୱର: ଦୁର୍ଗତୀନାଶିନୀ ମା’ ଦୁର୍ଗାଙ୍କର ଶାରଦୀୟ ପୂଜା ଉତ୍ସବ ବିଭିନ୍ନ ପୀଠ ଏବଂ ମଣ୍ଡପରେ ଆରମ୍ଭ ହୋଇଛି । ଓଡ଼ିଶା ସମେତ ସମଗ୍ର ଭାରତରେ ମାଆଙ୍କର ମହାସପ୍ତମୀ ପୂଜା ଆରମ୍ଭ ହୋଇଛି । ଓଡ଼ିଶାରେ ଅନେକ ଶକ୍ତିପୀଠ ବା ଦେବୀ ମନ୍ଦିର ପ୍ରସିଦ୍ଧି ଲାଭ କରିପାରିଛି । ଝଙ୍କଡ଼ର ମା’ଶାରଳା…

କେନ୍ଦ୍ରାପଡା: ପୋଲିସ ଗୁଳିରେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ଅନ୍ତର୍ଗତ କଳାପୋଲ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ପୋଲିସର ଏନକାଉଣ୍ଟରରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ଆହତ ଅପରାଧୀଙ୍କ ନାମ ଅନନ୍ତ ପ୍ରସାଦ ଜେନା ଏବଂ ପ୍ରଭାତ କୁମାର ନାୟକ ବୋଲି ଜଣାପଡିଛି। ତା’…

ମହାସପ୍ତମୀରେ ଉତ୍ସବ ମୁଖରିତ ହେଲା ଦେବୀପୀଠ ଭଟ୍ଟାରିକା…

ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜାର ପାର୍ବଣ ଋତୁରେ ଓଡ଼ିଶାରେ ଥିବା ସମସ୍ତ ଶକ୍ତିପୀଠରେ ଚାଲିଛି ପୂଜାର୍ଚ୍ଚନା । କେତେକ ପୀଠରେ ନବରାତ୍ରୀରୁ ପୂଜା ଆରମ୍ଭ ହୋଇଥିବା ବେଳେ ଅନେକ ଶକ୍ତିପୀଠରେ ସପ୍ତମୀରୁ ଆରମ୍ଭ ହୋଇଛି ବିଶେଷ ପୂଜା ଉପାସନା । ଶରତର ସାୟାହ୍ନ ସଞ୍ଜରେ ପ୍ରତ୍ୟେକ ପୀଠରେ ମା’ଙ୍କର…

ଚାକିରିରୁ ବହିଷ୍କୃତ ହେଲେ ତହସିଲଦାର

ବାରିପଦା: ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ବ୍ଲକର ତହସିଲଦାର ପ୍ରଦୀପ କୁମାର ବେହେରାଙ୍କୁ ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ଚାକିରିରୁ ବହିଷ୍କୃତ କରିଛନ୍ତି । ଶ୍ରୀ ବେହେରା ୨୦୦୮ ମସିହାରେ ଏକ ଦୁର୍ନୀତି ଅଭିଯୋଗରେ ସମ୍ପୃକ୍ତ ରହିଥିବାର ସୂଚନା ମିଳିଛି ।