ଦିଲ୍ଲୀ-ଭୁବନେଶ୍ୱର ବିମାନ ଚଳାଚଳ ଖରାପ ପାଗ ଯୋଗୁଁ ବାତିଲ୍
ଭୁବନେଶ୍ୱର: ଦେଶର ରାଜଧାନୀରେ ପାଣିପାଗ ସ୍ଥିତି ଯୋଗୁଁ ଗୁରୁବାର ଦିନ ଭୁବନେଶ୍ୱରରୁ ଛାଡ଼ିବାକୁ ଥିବା ୩ଟି ବିମାନକୁ ବାତିଲ୍ କରାଯାଇଛି ।
ପାଣିପାଗ ସୂଚନା ପ୍ରଦାନ କରୁଥିବା ସଂସ୍ଥା ସ୍କାଇମେଟ୍ ଅନୁଯାୟୀ, ଦିଲ୍ଲୀରେ ଆଜି ଘନ କୁହୁଡ଼ି ଆଚ୍ଛାଦିତ କରି ରହିଥିଲା । ଏହି କାରଣରୁ ଦିଲ୍ଲୀରେ…