ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ଦାରିଙ୍ଗବାଡିରେ ପାରଦ ୨.୮ ଡିଗ୍ରୀ ଛୁଇଁଲା
ଭୁବନେଶ୍ୱର : ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସୋମବାର ଦିନ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।
ଏଥିସହିତ ଆହୁରି ଦୁଇ ଦିନ ଯାଏଁ ରାଜ୍ୟରେ ଶୀତ ଲହରୀ ଜାରି ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।
କନ୍ଧମାଳ…