ଆଜିଠାରୁ ‘ଏସବିଆଇ’ର କେଉଁ ନିୟମ ବଦଳୁଛି, ଜାଣନ୍ତୁ..
ନୂଆଦିଲ୍ଲୀ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଅକ୍ଟୋବର୧ (ଆଜିଠାରୁ) ଏହାର କିଛି ନିୟମରେ ପରିବର୍ତ୍ତନ ଆଣିଛି ।
ଆଜିଠାରୁ ସର୍ଭିସ ଚାର୍ଜରେ ମଧ୍ୟ ପରିବର୍ତ୍ତନ କରାଯିବ, ଯାହା ଦେଶର ୩୨ କୋଟି ଏସବିଆଇ ଆକାଉଣ୍ଟଧାରୀଙ୍କ ଉପରେ ପ୍ରଭାବ ପଡିବା ନେଇ ସନ୍ଦେହ କରାଯାଉଛି ।
.ଯେଉଁ ଏସବିଆଇ…