ରାଜଧାନୀରେ ଚାଞ୍ଚଲ୍ୟ; ଯୁବକଙ୍କୁ ବିଚ୍ ରାସ୍ତାରେ ହାଣିଲେ ଦୁର୍ବୁତ୍ତ
ଭୁବନେଶ୍ୱର: ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଧୀନସ୍ଥ ପାଞ୍ଚଗାଁରେ ରବିବାର ଦିନ ଜଣେ ଯୁବକଙ୍କୁ ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ହାଣିଛନ୍ତି କିଛି ଦୁର୍ବୁତ୍ତ ।
ଆହତ ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ତାଙ୍କ ନାମ ମୁକ୍ତରାଜ ଗୁରୁ ବୋଲି ଜଣା ପଡ଼ିଛି ।
ମିଳିଥିବା ସୂଚନା…