ଜଷ୍ଟିସ ରଘୁବୀର ଦାସ ‘ଓଡ଼ିଶା ମାନବାଧିକାର ଆୟୋଗ’ର ସଦସ୍ୟ ଭାବେ ନିଯୁକ୍ତ
ଭୁବନେଶ୍ୱର : ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରଘୁବୀର ଦାସ ରବିବାର ଦିନ ଓଡ଼ିଶା ମାନବାଧିକାର ଆୟୋଗର ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି।
ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ମାନବାଧିକାର କମିଶନଙ୍କ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ଆଜି ରାଜ୍ୟପାଳ ବାସଭବନରୁ ଏକ…