କର୍ପୋରେଟ୍ ଟ୍ୟାକ୍ସ ହ୍ରାସର ପ୍ରଭାବ: ଏବେ ୫,୦୦୦ କମ୍ ଦାମରେ ମିଳିବ ମାରୁତି କାର୍ !
ନୂଆଦିଲ୍ଲୀ: ଦେଶ ସର୍ବବୃହତ କାର୍ ନିର୍ମାଣ କମ୍ପାନୀ ‘ମାରୁତି ସୁଜୁକି’ ବୁଧବାର ଦିନ ଗ୍ରାହକଙ୍କ ଲାଗି ଏକ ଖୁସି ଖବର ଆଣିଦେଇଛି । କର୍ପୋରେଟ୍ ଟ୍ୟାକ୍ସ ହ୍ରାସ ହେବାଯୋଗୁଁ ଏହାର ସୁପ୍ରଭାବ କାର୍ କ୍ରେତାଙ୍କୁ ମିଳିଛି । ମାରୁତି ସୁଜୁକି କମ୍ପାନୀ କାର୍ ମୂଲ୍ୟରେ ୫,୦୦୦ ଟଙ୍କା ହ୍ରାସ…