Latest Odisha News

BREAKING NEWS

ଭୁବନେଶ୍ୱର ବିମାନ ବନ୍ଦରରେ ଇଣ୍ଡିଗୋ ଫ୍ଲାଇଟର ଜରୁରୀ ଅବତରଣ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ଶନିବାର ଏକ ଇଣ୍ଡିଗୋ ବିମାନକୁ ଜରୁରୀ ଅବତରଣ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଗୌହାଟୀରୁ ଚେନ୍ନାଇ ଅଭିମୁଖେ ଯାଉଥିବା ଏହି ବିମାନରେ ଯାତ୍ରା କରୁଥିବା ଜଣେ ଶିଶୁର ସ୍ୱାସ୍ଥ୍ୟବସ୍ଥା ହଠାତ୍ ବିଗିଡି…

ଆସାମର ରହସ୍ୟମୟ ଗାଁ ମେୟଙ୍ଗ, ଯେଉଁ ଗାଁ’ରେ ତନ୍ତ୍ର ବଳରେ ମଣିଷ ହୋଇଯାଏ ପଶୁ !

ଭୁବନେଶ୍ୱର: ବିଜ୍ଞାନର ଜୟଯାତ୍ରା ଯେତେ ଯେତେ ଶୀର୍ଷସ୍ଥାନକୁ ଯାଉଛି, ଅନ୍ଧବିଶ୍ୱାସ ତଥା ପାରମ୍ପରିକ କଳା କୌଶଳ ବା କଳାଯାଦୁ ଉପରେ ବିଶ୍ୱାସ ମଧ୍ୟ ସେତିକି ମାତ୍ରାରେ ବୃଦ୍ଧି ପାଇବାରେ ଲାଗିଛି । ଏହା ଆଶ୍ଚର୍ଯ୍ୟ ଲାଗିଲେ ବି ଆସାମର ମେୟଙ୍ଗ ନାମକ ଏକ ଗାଁ’ର ମନ୍ତ୍ରତନ୍ତ୍ର ତଥା କଳାଯାଦୁ…

ଚନ୍ଦକା ଟ୍ରେଲ୍ ଜରିଆରେ ପ୍ରକୃତି ସହ ପୁନଃ ସମ୍ପର୍କ ସ୍ଥାପନ

ଭୁବନେଶ୍ୱର: ଦକ୍ଷିଣରେ ଦୟା ନଦୀ ଓ ପୂର୍ବରେ କୁଆଖାଇ ନଦୀ ଦ୍ୱାରା ପରିବେଷ୍ଟିତ ଭୁବନେଶ୍ୱରରେ ଅତୁଳନୀୟ ସମୃୃଦ୍ଧ ଜୈବ ବିବିଧତା ରହିଛି, ଯେଉଁଥିରୁ ଚନ୍ଦକା ବନ୍ୟଜନ୍ତୁ ଅଭୟାରଣ୍ୟ ଓ ନନ୍ଦନକାନନ ଜୀବବିଜ୍ଞାନ ପାର୍କ ହେଉଛି ସଫଳତମ ସଂରକ୍ଷଣ କାହାଣୀର ଭିନ୍ନ ସ୍ଥଳ । ଅତି ଯତ୍ନର ସହିତ…

ଓଡିଶାର ହକି ଖେଳାଳିଙ୍କୁ ନେଇ ‘ହକି ହୈ ଜିନ୍ଦେଗୀ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର: ଓଡିଶାରେ ହକି ବିଶ୍ୱକପ ଚାଲୁଥିବା ବେଳେ ଓଡିଶାର ଜନଜାତି ହକି ଖେଳାଳି ମାନଙ୍କ ଉପରେ ପୁସ୍ତକ ‘ହକି ହୈ ଜିନ୍ଦେଗୀ’ ପୁସ୍ତକକୁ ଲୋକାର୍ପିତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଶିଷ୍ଠ କ୍ରୀଡା ସାମ୍ବାଦିକ ସତ୍ୟପାଲ ସିଂହଙ୍କ ଏକ ବର୍ଷ ବ୍ୟାପି ପରିଶ୍ରମ ଆଧାରରେ…

ବିଦେଶ ଗସ୍ତ ବାବଦକୁ କେତେ ଖର୍ଚ୍ଚ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ…

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ୨୦୧୪ ମସିହାରେ ନରେନ୍ଦ୍ର ଦାମୋଦର ମୋଦି ଦେଶର ଶାସନଭାର ଗ୍ରହଣ କରିବାର ସାଢ଼େ ଚାରି ବର୍ଷ ମଧ୍ୟରେ ପ୍ରାୟ ୮୪ଟି ବିଦେଶ ଗସ୍ତ ବାବଦକୁ ୨ହଜାର କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତର ଦେବାକୁ ଦେବାକୁ ଯାଇ ଏହି ତଥ୍ୟ…

ବିବାହ ବନ୍ଧନରେ ଛନ୍ଦି ହେଲେ ବ୍ୟାଡ଼ମିଣ୍ଟନ୍ ତାରକା ସାଇନା ଓ ପାରୁପଲ୍ଲୀ କଶ୍ୟପ

ନୂଆଦିଲ୍ଲୀ : ବିବାହ ବଦ୍ଧନରେ ଆବଦ୍ଧ ହେଲେ ଭାରତର ଦୁଇ ବ୍ୟାଡ଼ମିଣ୍ଟନ ତାରକା ସାଇନା ନେହୱାଲ ଓ ପାରୁପଲ୍ଲୀ କଶ୍ୟପ । ମୁମ୍ବାଇ ଠାରେ ଶୁକ୍ରବାର ଦିନ ବଡ ଧୂମଧାମର ସହ ଦୁହିଁଙ୍କ ବିବାହ ଅନୁଷ୍ଠିତ ହୋଇଛି । ଅନେକ ଦିନର ପ୍ରତିକ୍ଷା ପରେ ଏହି ଦୁଇ ପ୍ରେମୀ ଡ଼ିସେମ୍ବର ୧୪ ତଥା ଆଜି…

ରାଜସ୍ଥାନର ମୁଖ୍ୟମନ୍ତ୍ରୀ ପଦ ହାତେଇଲେ ଅଶୋକ ଗେହଲଟ, ସଚିନ୍ ହେଲେ ଉପ-ମୁଖ୍ୟମନ୍ତ୍ରୀ

ଜୟପୁର : ବହୁ ବାଦ ବିବାଦ ପରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ପଦ ହାତେଇଲେ ବରିଷ୍ଠ ନେତା ଅଶୋକ ଗେହଲଟ । ଯୁବ ନେତା ତଥା ଲୋକପ୍ରିୟ ଯୁବନେତା ସଚିନ ପାଇଲଟ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ହେବେ ବୋଲି ସୂଚନା ମିଳିଛି । ଏନେଇ ଆଜି ଏଆଇସିସି କାର୍ଯ୍ୟାଳୟ ଠାରେ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି…

ଫେବୃଆରୀ ୨୨ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : ୨୦୧୯ ମସିହା ଫେବ୍ରୁଆରୀ ମାସ ୨୨ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ଏନେଇ ଶୁକ୍ରବାର ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜଣାପଡିଛି । ମାଟ୍ରିକ୍ ପରୀକ୍ଷା ଫେବୃଆରୀ ୨୨ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୮ ମଧ୍ୟରେ ସମାପ୍ତ ହେବ । ଏସମ୍ପର୍କରେ ବୋର୍ଡ…

ପୁରୀ ବାର୍ଡ ଫ୍ଲୁ ଘଟଣା: କୃଷ୍ଣପ୍ରସାଦ ବ୍ଳକରେ ଆରମ୍ଭ ହେଲା କୁକୁଡ଼ା ମରା ଅଭିଯାନ

ବ୍ରହ୍ମଗିରି: ପୁରୀ ଜିଲ୍ଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଳକରେ ବାର୍ଡ ଫ୍ଲୁ ମଡ଼କ ନେଇ ଭୋପାଳସ୍ଥିତ ଜାତୀୟ ପଶୁ ରୋଗ ସୁରକ୍ଷା ପ୍ରତିଷ୍ଠାନର ସ୍ପଷ୍ଟ କରିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ମାଲୁଦ ଗ୍ରାମରୁ କୁକୁଡ଼ା ମରା ଅଭିଯାନ ଆରମ୍ଭ ହୋଇଛି । ମିଳିଥିବା ସୂଚନାନୁଯାୟୀ, ରାଜ୍ୟ ପଶୁ…

ଆସନ୍ତା ୧୬ ଓ ୧୭ରୁ ସାରା ରାଜ୍ୟରେ ଲଗାଣ ବର୍ଷା ଆଶଙ୍କା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଅବପାତ ତାମିଲନାଡୁର ଚେନ୍ନାଇ ଉପକୂଳଠାରୁ (୯୩୦ କିମି.),…