୧୪ ଏପ୍ରିଲ ରାତି ୧୨ଟା ପର୍ଯ୍ୟନ୍ତ ସମସ୍ତ ଯାତ୍ରୀବାହୀ ଟ୍ରେନ ସେବା ବାତିଲ୍
ନୂଆଦିଲ୍ଲୀ: କୋଭିଡ-୧୯ ମହାମାରୀ ବ୍ୟାପିବାକୁ ଆଖି ଆଗରେ ରଖି ଭାରତୀୟ ରେଳପଥ ପକ୍ଷରୁ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ୧୪ ଏପ୍ରିଲ୍ ୨୦୨୦ ରାତି ୧୨ ପର୍ଯ୍ୟନ୍ତ ବାତିଲ୍ କରାଯାଉଛି । ଏ ସମୟ ମଧ୍ୟରେ ସମସ୍ତ ମେଲ, ଏକ୍ସପ୍ରେସ ଟ୍ରେନ, ପ୍ରିମିୟମ ଟ୍ରେନ, ପ୍ୟାସେଞ୍ଜର ଟ୍ରେନ ସମେତ କୋଲକାତା…