ଆଠଗଡ ଫରେଷ୍ଟ ରେଞ୍ଜରୁ ମିଳିଲା ହାତୀର ମୃତଦେହ
କଟକ : କଟକ ଜିଲ୍ଲା ଆଠଗଡ଼ ଫରେଷ୍ଟ ରେଞ୍ଜ ସୁକାସନ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ରାଜନଗର ସଦର ତଇଲାରେ ଏକ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି ।
ମିଳିଥିବା ସୂଚନା ଅନୁଯାୟୀ ବୁଧବାର ସକାଳେ ସ୍ଥାନୀୟ ବାସିନ୍ଦାମାନେ ଏକ ହାତୀର ମୃତଦେହ ଠାବ କରିବା ପରେ ବନ ବିଭାଗକୁ ଜଣାଇଥିଲେ ।
ଉକ୍ତ…