ଓସ୍କାର୍ ଲାଗି ଭାରତ ପକ୍ଷରୁ ମନୋନୀତ ହେଲା ‘ଗଲି ବୟ’
ମୁମ୍ବାଇ: ବଲିଉଡ଼ର ଚୁଲବୁଲୀ ନାୟିକା ଆଲିୟା ଭଟ୍ଟ ଓ ଷ୍ଟାଇଲିସ୍ ଆକ୍ଟର୍ ରଣବୀର ସିଂହଙ୍କ ଅଭିନୀତ ‘ଗଲି ବୟ’କୁ ଭାରତ ପକ୍ଷରୁ ୯୨ତମ ଓସ୍କାର ପୁରସ୍କାର ଲାଗି ମନୋନୀତ କରାଯାଇଛି।
ଓସ୍କାରରେ ସର୍ବଶ୍ରେଷ୍ଠ ଇଣ୍ଟରନ୍ୟାସନାଲ୍ ଫିଚର ଫିଲ୍ମ ବର୍ଗରେ ଏହି ଫିଲ୍ମକୁ ଭାରତ ପକ୍ଷରୁ ଚୟନ…