ପ୍ରଧାନମନ୍ତ୍ରୀ ମୋଦି ଓ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଡିସେମ୍ବରରେ ଓଡିଶା ଗସ୍ତ କରିବେ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଚଳିତ ଡିସେମ୍ବରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ।
କଟକ ଜିଲ୍ଲାସ୍ଥିତ ସାଲେପୁର ବ୍ଲକ୍ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ଜନସମ୍ପର୍କ ପଦଯାତ୍ରାରେ ଗୁରୁବାର ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ ସୂଚନା ଦେଇ…