କେନ୍ଦୁଝର: ଚିକିତ୍ସା ଅବହେଳାରୁ ଗର୍ଭବତୀ ମହିଳାଙ୍କ ମୃତ୍ୟୁ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ଦିନ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି ।
ମୃତ ମହିଳାଙ୍କ ନାମ ଝୁନୁମୁଣ୍ଡା ଓ ସେ କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଶୁଆକାଠି ଗ୍ରାମର ଯୋଗେନ୍ଦ୍ର ମୁଣ୍ଡାଙ୍କ ପତ୍ନୀ ବୋଲି…