ମୟୁରଭଞ୍ଜ: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପିଅନ ଓ ପ୍ରଧାନଶିକ୍ଷକଙ୍କୁ ନିସ୍ତୁକ ମାଡ଼
ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ ଅନ୍ତର୍ଗତ ଖଇରବାଣୀ ସ୍ଥିତ ପଞ୍ଚପଲି ହାଇସ୍କୁଲରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ସ୍ଥାନୀୟ ଲୋକେ ପ୍ରଧାନଶିକ୍ଷକ ଓ ପିଅନଙ୍କୁ ନିସ୍ତୁକ ବାଡେଇଥିବା ଭଳି ଘଟଣା ନଜରକୁ ଆସିଛି ।
ମିଳିଥିବା ସୂଚନା ଅନୁଯାୟୀ ଶନିବାର ଦିନ ସେହି ବିଦ୍ୟାଳୟର…