ରାଜ୍ୟରେ ହ୍ରାସ ପାଇଲା ବସ ଭଡା
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଯାତ୍ରୀ ବସ୍ ଭଡା ହ୍ରାସ ପାଇବା ନେଇ ବୁଧବାର ଘୋଷଣା ହୋଇଛି। ଏହା ଦ୍ୱାରା ବସରେ ଗମନାଗମନ କରୁଥିବା ଲକ୍ଷାଧିକ ଯାତ୍ରୀ ଉପକୃତ ହେବେ।
ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ସାଧାରଣ ବସ ଓ ଏକ୍ସପ୍ରେସ…