କୋଭିଡ-୧୯: ମହାରାଷ୍ଟ୍ରରେ ୮୯ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା
ମୁମ୍ବାଇ: ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ କୋଭିଡ-୧୯ରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ ସନ୍ଦିଗ୍ଧଙ୍କ ରିପୋର୍ଟ ପଜିଟିଭ୍ ହୋଇଥିବା ଅଧିକାରୀ ମାନେ କହିଛନ୍ତି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୋମବାର ଦେଇଥିବା ସୂଚନା ଅନୁସାରେ ଭାରତରେ ମୋଟ…