Odisha Weather Update: ଆହୁରି ୨ ଦିନ ଘନକୁହୁଡ଼ି ଜାରି ରହିବ; ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଶୀତ ସାମନ୍ୟ କମିଥିବା ବେଳେ କଲବଲ କରୁଛି ଘନ କୁହୁଡ଼ି । କୁହୁଡ଼ି ଯୋଗୁଁ ସକାଳ ୯ଟା ପର୍ଯ୍ୟନ୍ତ ରାସ୍ତାଘାଟ ଦିଶୁନି । ଆହୁରି ୨ ଦିନ ଘନକୁହୁଡ଼ି ପ୍ରଭାବ ଜାରି ରହିବ ବୋଲି ସୂଚନା ରହିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ବର ସମେତ ନୟାଗଡ଼ ଓ ପାରାଦୀପରେ ଅତି ଘନକୁହୁଡ଼ି…