ପୂର୍ବତନ ରାଜ୍ୟସଭା ସାଂସଦ ବୈଷ୍ଣବ ପରିଡାଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର : ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ବିଜେଡି ନେତା ବୈଷ୍ଣବ ପରିଡ଼ାଙ୍କ ଦେହାନ୍ତରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି ।
ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଭିନ୍ନ ରାଜନେତା ମଧ୍ୟ ଶୋକ…