Latest Odisha News

BREAKING NEWS

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୧୪୫ ଟି ପଞ୍ଚାୟତ ପାଇଁ ୩୩.୩୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୬ଟି ଜିଲ୍ଲାର ୭ ଟି ବ୍ଲକ ପାଇଁ ୩୩.୩୦ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଏହି ବ୍ଲକ ଗୁଡିକ ହେଲା- ନୟାଗଡ ଜିଲ୍ଲାର ରଣପୁର, ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା, ନବରଙ୍ଗପୁର ଜିଲ୍ଲାର…

କେନ୍ଦ୍ର ଦ୍ୱାରା ଏସସି/ଏସଟି ଛାତ୍ରଛାତ୍ରୀଙ୍କ ବୃତ୍ତି ରାଶି କଟାଯିବାକୁ ନେଇ ଗୃହରେ ହଟ୍ଟଗୋଳ

ଭୁବନେଶ୍ୱର: ବିଧାନସଭାର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ଉଭୟ ଶାସକ ଓ ବିରୋଧୀଙ୍କ ହଣ୍ଟଗୋଳ ଯୋଗୁଁ ପ୍ରଶ୍ନକାଳ ଆରମ୍ଭରୁ ହିଁ ଗୃହକୁ ମୁଲତବୀ ରଖିବାକୁ ବାଧ୍ୟ ହୋଇଛନ୍ତି ବାଚସ୍ପତି । କେନ୍ଦ୍ର ସରକାରଙ୍କ ଦ୍ୱାରା ଆଦିବାସୀ ଛାତ୍ରଛାତ୍ରୀଙ୍କ ବୃତ୍ତିରାଶି କଟାଯିବାକୁ ମୁଖ୍ୟ ପ୍ରସଙ୍ଗ…

ଲଜ୍ଜା: ଦିବ୍ୟାଙ୍ଗ ନାବାଳିକାଙ୍କ ସମେତ ୨ଜଣଙ୍କୁ ଅପହରଣ ପରେ ଦୁଷ୍କର୍ମ

ବାଲେଶ୍ୱର/କଟକ : ରାଜ୍ୟରେ ମହିଳା ଓ ନାବାଳିକାଙ୍କ ପ୍ରତି ଦୁଷ୍କର୍ମ ଘଟଣା ଦିନକୁ ଦିନ ଏକ ମାରାତ୍ମକ ବ୍ୟାଧି ରୂପେ ବ୍ୟାପୁଥିବାବେଳେ କଟକ ଓ ବାଲେଶ୍ୱର ଜିଲ୍ଲାରେ ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି । ବାଲେଶ୍ୱର ନିକଟସ୍ଥ ବାଲିଆପାଳରେ ଜଣେ ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ…

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଡ଼ଃ ଅକ୍ଷୟ କୁମାର ମିଶ୍ର ଓ ଶତ୍ରୁଘ୍ନ ପୂଜାରୀଙ୍କ ଶପଥ ଗ୍ରହଣ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ରୂପେ ଆଇନ ଅଧିକାରୀ ଡ଼ଃ ଅକ୍ଷୟ କୁମାର ମିଶ୍ର ଏବଂ ଅତିରିକ୍ତ ବିଚାରପତି ଶତ୍ରୁଘ୍ନ ପୂଜାରୀ ସୋମବାର ଦିନ ଶପଥ ଗ୍ରହଣ କରିଛନ୍ତି । ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ କେ ଏସ ଜାଭେରୀ ଓଡ଼ିଶା ହାଇକୋର୍ଟ ପରିସରରେ ଅନୁଷ୍ଠିତ…

ଆଜିଠୁ ପଞ୍ଚୁକ, ଶ୍ରୀଜଗନ୍ନାଥଙ୍କ ଦର୍ଶନ ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ

ଭୁବନେଶ୍ୱର: ଆଜି ପବିତ୍ର କାର୍ତିକ ମାସର ଶେଷ ସୋମବାର ଏବଂ ଆଜି ଠାରୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ। ମହାପଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳାୁଙ୍କ ଆଗମନରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି । ଶ୍ରୀମନ୍ଦିରରେ ମହାପ୍ରଭୁ ଏହି ଦିନରୁ ପାଂଚ ଦିନ ଧରି ବିଭିନ୍ନ ସ୍ୱତନ୍ତ୍ର ବେଶରେ…

ସାବରିମାଲା ମନ୍ଦିର ପ୍ରସଙ୍ଗ: ଦର୍ଶନ ପାଇଁ ନାରୀ ନେତ୍ରୀଙ୍କୁ ମିଳିଲା ଅନୁମତି

ଥିରୁବନନ୍ତପୁରମ୍: କେରଳର ପ୍ରସିଦ୍ଧ ଭଗବାନ ଅୟପ୍ପାଙ୍କ ଦର୍ଶନ ପାଇଁ ମନ୍ଦିରରେ ପ୍ରବେଶକୁ ନେଇ ଶନିବାର ଦିନ ହିନ୍ଦୁ ଐକ୍ୟ ବେଦିର ନେତ୍ରୀ କେ ପି ଶଶିକଳାଙ୍କୁ ଗିରଫ କରାଯାଇଥିବାବେଳେ ଆଜି ତାଙ୍କୁ ପାମ୍ବା ବେସ୍ କ୍ୟାମ୍ପକୁ ଯିବା ଲାଗି ଅନୁମତି ମିଳିଛି। “ଏକ ଲିଖିତ ପ୍ରତିଶୁତି ଦେବା…

ରଙ୍ଗୀନ ଆଲୋକରେ ଆଲୋକିତ ହେଲା ଐତିହାସିକ ବିନ୍ଦୁସାଗର, ଲେଜର୍ ଶୋ’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀର ଓଲଡ଼ ଟାଉନରେ ‘ଭୁବନେଶ୍ୱର ଆର୍ଟ ଟ୍ରେଲ୍ -୨୦୧୮’ କୁ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ଅବସରରେ ରବିବାର ସନ୍ଧ୍ୟାରେ ଐତିହାସିକ ପୁଷ୍କରିଣୀ ବିନ୍ଦୁସାଗର ପରିସରରେ ଅତ୍ୟାଧୁନିକ ଲେସର୍ ଲାଇଟ୍ ଓ ଶୋ’କୁ ଉଦଘାଟନ…

ଅନୁଗୁଳରେ ପୋଲିସ ଏନକାଉଣ୍ଟର, ଅପରାଧି ଗୁରୁତର

ଅନୁଗୁଳ : ଅନୁଗୁଳ ଜିଲ୍ଲା ନିକଟସ୍ଥ ଡେରେଜାଙ୍ଗ ପ୍ରୋଜେକ୍ଟ ନିକଟରେ ଗତକାଲି ବିଳମ୍ବିତ ରାତିରେ ପୋଲିସ ଏନକାଉଣ୍ଟରରେ ଜଣେ ଅପରାଧି ଗୁରୁତର ଆହତ ହୋଇଛି । ଅପରାଧିଜଣଙ୍କ ବିଲୁ ଖାନ ବୋଲି ଜଣାପଡିଥିବାବେଳେ ତାର ବାମ ଗୋଡ଼ରେ ଗୁଳି ବାଜିଛି । ଚିକିତ୍ସା ନିମନ୍ତେ ତାକୁ ଅନୁଗୁଳ ମୁଖ୍ୟ…

ରିଲିଜ୍ ହେଲା ‘ତୁ ମୋ ସୁନା ଚଢେଇ’ର ଅଡ଼ିଓ…

ଭୁବନେଶ୍ୱର: ରିଲିଜ୍ ଅପେକ୍ଷାରେ ଥିବା ଚର୍ଚ୍ଚିତ ଫିଲ୍ମ ‘ତୁ ମୋ ସୁନା ଚଢେଇ’ର ଅଡ଼ିଓ ରିଲିଜ୍ ଇତିମଧ୍ୟରେ ହୋଇଯାଇଛି । ଗୀତ ଗୁଡ଼ିକ ସୋସିଆଲ୍ ମିଡ଼ିଆରେ ରିଲିଜ୍ ହେବା ପରେ ଦର୍ଶକମାନେ ବେଶ୍ ପସନ୍ଦ କରିଥିବାର ଦେଖାଯାଇଛି । ଏହି ଫିଲ୍ମଟିରେ ଦୁଇ ନାୟିକା ଏଲସା ଘୋଷ ଏବଂ ଶ୍ରେୟା ଆକ୍ଟର୍…

‘ଶକ୍ତି ସଂରକ୍ଷଣ’କୁ ନେଇ ‘ଏନଟିପିସି’ ପକ୍ଷରୁ ରାଜ୍ୟସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା, ଭାଗ ନେଲେ ୬ ଲକ୍ଷ…

ଭୁବନେଶ୍ୱର: ଓଡିଶାରେ ଶକ୍ତି ସଂରକ୍ଷଣକୁ ନେଇ ଆୟୋଜିତ ଏକ ବିଦ୍ୟାଳୟସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା ରାଜଧାନୀରେ ଏନଟିପିସି ପକ୍ଷରୁ ଆୟୋଜିତ ହୋଇଯାଇଛି । ରାଜ୍ୟର ୨୨ଟି ଜିଲ୍ଲାରୁ ୬ ଲକ୍ଷରୁ ଅଧିକ ପ୍ରତିଯୋଗୀ ଏଥିରେ ଭାଗ ନେଇଥିଲେ । ଏଥିରେ ସମସ୍ତ ପୁରସ୍କାର ବିଜୟୀ ଛାତ୍ରଛାତ୍ରୀମାନେ…