ଗରୀବ ରୋଗୀଙ୍କ ସମ୍ପର୍କୀୟଙ୍କୁ ମାଗଣା ମଧ୍ୟାହ୍ନଭୋଜନ ଦେଉଛନ୍ତି ଅମର ସିଂ ୱାଲିଆ
ବାଲେଶ୍ୱର: ସେବା ହିଁ ତାଙ୍କ ଜୀବନର ବ୍ରତ। ଦରିଦ୍ରର ସେବା କରି ଆତ୍ମସନ୍ତୋଷ ପାଆନ୍ତି ସେ। ନିଜ ପରିବାରର ସଦସ୍ୟସଦସ୍ୟା ଓ ସେ ନିଜେ ହିଁ ଗରିବ ରୋଗୀଙ୍କ ସମ୍ପର୍କୀୟ ମାନଙ୍କ ଉଦ୍ଦେଶ୍ୟରେ ମଧ୍ୟାହ୍ନ ଭୋଜନ ଘରୁ ପ୍ରସ୍ତୁତ କରି ବାଲେଶ୍ଵର ମୁଖ୍ୟ ଡାକ୍ତରଖାନାରେ ମାଗଣାରେ ବିତରଣ କରି…