ସେପ୍ଟେମ୍ବର ୭ରେ ଓଡିଶା ଆସିବେ ଜଗା-କାଳିଆ
ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ଚିକିତ୍ସିତ ହେଉଥିବା ଯୋଡାମୁଣ୍ଡ ଶିଶୁ ଜଗା-କାଳିଆ ଖୁବଶୀଘ୍ର ଓଡିଶା ଫେରିବା ନେଇ ଗୁରୁବାର ଦିନ ଓଡିଶା ସରକାର ସୂଚନା ପ୍ରଦାନ କରିଛନ୍ତି ।
ଗଣମାଧ୍ୟମକୁ ସୂଚନା ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି, ଏମ୍ସ…