ଉପକୂଳବର୍ତ୍ତୀ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ବଙ୍ଗୋପସାଗରରେ ପଶ୍ଚିମ-କେନ୍ଦ୍ର ଓ ଏହାର ନିକଟବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅନୁଭୂତ ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।…