ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭ ଛୁଇଁଲା
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୧୦୭ରେ ପହଞ୍ଚିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଅଫିସିଆଲ୍ ୱେବସାଇଟ୍ ପକ୍ଷରୁ ସୂଚନା ମିଳିଛି ।
ଏନେଇ ଏକ ଜାତୀୟ ଗଣମାଧ୍ୟମରେ ମଧ୍ୟ…