Latest Odisha News

BREAKING NEWS

ଏମିତି ଏକ ମନ୍ଦିର ଯେଉଁଠି ବର୍ଷକୁ ୨ଥର ମାଆଙ୍କ ପ୍ରତିମାକୁ ସ୍ପର୍ଶ କରେ ସୂର୍ଯ୍ୟ କିରଣ

ମହାରାଷ୍ଟ୍ର: ମହାରାଷ୍ଟ୍ରର କୋହ୍ଲାପୁର ଜିଲ୍ଲାରେ ରହିଛି ମହାଲକ୍ଷ୍ମୀଙ୍କ ମନ୍ଦିର । ଯାହା ବିଷୟରେ ବହୁ ଧର୍ମଗ୍ରନ୍ଥରେ ଉଲ୍ଲେଖ ରହିଛି। ପ୍ରତିବର୍ଷ ଲକ୍ଷାଧିକ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଆସିଥାଆନ୍ତି। ମନ୍ଦିରରେ ଏତେ ଉଚ୍ଚ କୋଟରୀର କାରୁକାର୍ଯ୍ୟ ଦେଖିଲେ ଆଶ୍ଚର୍ଯ୍ୟ…

ଅସିତ୍ ପଟ୍ଟନାୟକ ହେଲେ ଓଡ଼ିଶା ମତ୍ସ୍ୟ ଉତ୍ପାଦନ ନିଗମର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର: ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଅସିତ ପଟ୍ଟନାୟକ ଓଡ଼ିଶା ମତ୍ସ୍ୟ ଉତ୍ପାଦନ ନିଗମର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନିଗମର ବରିଷ୍ଠ କର୍ମରୀମାନେ ଶ୍ରୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରି ନିଗମ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ ।…

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍, ବଢୁଛି ଜଳସ୍ତର

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଲାଗି ମଙ୍ଗଳବାର ଦିନ ଆଉ ୪ଟି ଗେଟ୍ ଖୋଲିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ । ମିଳିଥିବା ସୂଚନାନୁଯାୟୀ ଉପରମୁଣ୍ଡରେ ପ୍ରବଳବର୍ଷା ଯୋଗୁଁ ଡ୍ୟାମ୍ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡିଛି । ଏହା ମଧ୍ୟକୁ ସେକେଣ୍ଡ ପିଛା…

ସାମାଜିକ ଗଣମାଧ୍ୟମ କାନ୍ଥରେ ଦେଶପ୍ରେମ

ସାମାଜିକ ଗଣମାଧ୍ୟମ କାନ୍ଥରେ ଦେଶପ୍ରେମ ବିଚିତ୍ର ବିଶ୍ୱାଳ ଗୋଟିଏ ସମୟ ଥିଲା ଦେଶପ୍ରେମ ସବୁଠାରୁ ଅଧିକ ମୂଲ୍ୟ ମାଗୁଥିଲା । ସୁଖ ସ୍ୱାଚ୍ଛନ୍ଦ୍ୟରେ ରହିବାକୁ ତ୍ୟାଗ କରିବାଠାରୁ ଆରମ୍ଭ କରି ପାଠପଢ଼ା ଛାଡ଼ିବା, ଚାକିରି ପରିତ୍ୟାଗ କରିବା ଓ ଏପରିକି ଜୀବନ ବି ଦେବାକୁ ପଡ଼ୁଥିଲା ଦେଶପ୍ରେମ…

ପରମାଣୁ ବୋମାର ଧମକ ଦେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ !

ନୂଆଦିଲ୍ଲୀ: ଫ୍ରାନ୍ସରେ ଅନୁଷ୍ଠିତ ହେଉଥିବା ଜି-୭ ଶିଖର ସମ୍ମିଳନୀରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡ଼ୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କାଶ୍ମୀରକୁ ନେଇ ଆଲୋଚନା ହୋଇଛି । କାଶ୍ମୀର ମାମଲାରେ ଭାରତ ଓ ପାକିସ୍ତାନ ବ୍ୟତୀତ ଅନ୍ୟ କୌଣସି ତୃତୀୟ ରାଷ୍ଟ୍ର…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୭-୦୮-୨୦୧୯ ମଙ୍ଗଳବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ ୨୭ ରିଖ ମଙ୍ଗଳ ବାର ସିଂହ ୧୧ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ବାଦଶି ତିଥି ପୁନର୍ବସୁ ନକ୍ଷତ୍ର ମିଥୁନ ଚନ୍ଦ୍ର ଘାତ ବାର-: ମକର ରାଶିର ଘାତ…

ବାମପନ୍ଥୀ ଉଗ୍ରବାଦ ମୁକାବିଲା ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଦେଶରେ ବାମପନ୍ଥୀ ଉଗ୍ରବାଦର ସ୍ଥିତିକୁ ନେଇ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଏକ ସମୀକ୍ଷା ବୈଠକର ଆୟୋଜନ କରିଛନ୍ତି । ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ଶାହ କହିଥିଲେ ଯେ ଗତ କିଛି ଦଶନ୍ଧି ଧରି ବାମପନ୍ଥୀ ଉଗ୍ରବାଦ ଦେଶର ସବୁଠୁ ବଡ଼ ଆଭ୍ୟନ୍ତରୀଣ…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡ ଆଦି ଜିଲ୍ଲାର…

ଫ୍ରାନ୍ସରେ ମୋଦୀଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍, କାଶ୍ମୀର ମାମଲାରେ ମଧ୍ୟସ୍ଥତା ନ’କରିବାକୁ ଦେଲେ…

ବିୟରିଜ୍ (ଫ୍ରାନ୍ସ): ଆରମ୍ଭ ହେଲା ଜି-୭ ଶିଖର ସମ୍ମିଳନୀ । ଫ୍ରାନ୍ସର ବିୟରିଜଠାରେ ଅନୁଷ୍ଠିତ ହେଉଥିବା ଏହି ଶିଖର ସମ୍ମିଳନୀରେ ଭାରତର ଏକରକମ କୁଟନୈତିକ ବିଜୟ ହୋଇଛି କହିଲେ ଅତ୍ୟୁକ୍ତି ହେବନାହିଁ । ଏହି ଶିଖର ସମ୍ମିଳନୀ ବିଶ୍ୱର ଯେଉଁ ୭ଟି ଶକ୍ତିଶାଳୀ ଦେଶଗୁଡ଼ିକୁ ନେଇ ଅନୁଷ୍ଠିତ ହେଉଛି…