କାୟା ମେଲାଉଛି କରୋନାଭାଇରସ; ବନ୍ଦ ହେଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ଭୁବନେଶ୍ୱର: ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ସେଲ୍ ଏବଂ ମିଳିତ ଅଭିଯୋଗ ସେଲ୍ ତଥା ପ୍ରକୋଷ୍ଠ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ।
କରୋନାଭାଇରସ୍ ଦିନକୁ ଦିନ ମାରାତ୍ମକ ରୂପ ନେଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ…