ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି ।
ଗଣମାଧ୍ୟମକୁ ସୂଚନା ଦେଇ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍ ଅଜୟ କୁମାର ନାୟକ କହିଛନ୍ତି, ପୂର୍ବ…