ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ମହଙ୍ଗାଭତ୍ତା ୨ ପ୍ରତିଶତ ବୃଦ୍ଧି କଲେ
ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨ ପ୍ରତିଶତ ମହଙ୍ଗା ଭତ୍ତା ଓ ଟି.ଆଇ ମଞ୍ଜୁର କରିଛନ୍ତି ।
ଏହି ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ହେବା ଫଳରେ ବର୍ତ୍ତମାନ ମୋଟ ମହଙ୍ଗା ଭତ୍ତାର ପରିମାଣ ୯ ପ୍ରତିଶତରେ ପହଞ୍ଚିଲା…